ଦାନ୍ତରେ ସମସ୍ୟା କେବଳ ଗୋଟିଏ ସେକେଣ୍ଡ ରେ ହେବ ଦୂର, ବାସ କରନ୍ତୁ ଏହି ଛୋଟ ଉପାୟ- Health Tips

ବନ୍ଧୁଗଣ ନମସ୍କାର, ବନ୍ଧୁଗଣ ପ୍ରାୟତଃ ବ୍ୟକ୍ତି ଙ୍କ ଦାନ୍ତ ରେ ପୋକ ଲାଗି ଯାଇଥାଏ ଏବଂ ବହୁତ ଯନ୍ତ୍ରଣା ହୋଇଥାଏ । ଆପଣଙ୍କ ଖରାପ ଦାନ୍ତ ଯୋଗୁଁ ଆପଣଙ୍କର ପୁରା ବ୍ୟକିତ୍ବ ଖରାପ ହୋଇଯାଇଥାଏ । ଏହା ସହିତ ଆପଣ ଖୋଲିକି ହସି ମଧ୍ୟ ପାରନ୍ତି ନାହିଁ । ଯଦି ଥରେ ଦାନ୍ତ ସମସ୍ୟା ଦେଖାଦିଏ ତେବେ ଏହି ସମସ୍ୟା କୁ ଦୂର କରିବା ବହୁତ କଠିନ ହେଇଯାଏ । ଏଭଳି ବହୁତ ଲୋକ ଅଛନ୍ତି ଯୋଉମାନଙ୍କ ଦାନ୍ତ ସଢ଼ି ଯାଏ ଏବଂ ଦାନ୍ତ କଣା ମଧ୍ୟ ହୋଇଯାଏ । ସେମାନେ ଏହି ସମସ୍ୟା କୁ ଦୂର ମଧ୍ଯ କରିପାରନ୍ତି ନାହିଁ ।

କିନ୍ତ ଆଜି ଆମେ ଆପଣ ମାନଙ୍କୁ ଏକ ଉପାୟ କହିବୁ ଯାହାଦ୍ବାରା ଆପଣଙ୍କ ଦାନ୍ତ ଜନିତ ସମସ୍ୟାର ତୁରନ୍ତ ସମାଧାନ ହୋଇଯିବ । ଆପଣ ମାନଙ୍କ ପାଇଁ ଏହି ଉପାୟ ବହୁତ ଜରୁରୀ ଅଟେ । ଯଦି ଆପଣ ମାନେ ମାର୍କେଟ ରେ ଦାନ୍ତ ସଫା କରିବକୁ ଯାଆନ୍ତି ତେବେ ବହୁତ ଟଙ୍କା ଖର୍ଚ୍ଚ ହୋଇଥାଏ ।

ଯଦି ଆପଣ ବିନା ଖର୍ଚ୍ଚ ରେ ଆପଣଙ୍କ ଦାନ୍ତ କୁ ଧଳା ସଫା ଏବଂ ଯନ୍ତ୍ରଣା ମୁକ୍ତ କରିବକୁ ଚାହୁଁଛନ୍ତି ତେବେ ଏହି ଉପାୟ ନିଶ୍ଚିତ ଭାବରେ ପ୍ରୟୋଗ କରନ୍ତୁ । ଏହି ଉପାୟ ନିଶ୍ଚିତ ଆପଣଙ୍କ ପାଇଁ ଲାଭଦାୟକ ହେବ । ତେବେ ଆସନ୍ତୁ ଏହି ସମ୍ବନ୍ଧରେ ବିସ୍ତାର ରୂପରେ ଜାଣିବା ।

ବନ୍ଧୁଗଣ ଏହି ଘରୋଇ ଉପଚାର ନିମନ୍ତେ ଆପଣ ସର୍ବ ପ୍ରଥମେ ଚାରି ରୁ ପାଞ୍ଚଟି ପିଜୁଳି ପତ୍ର ନିଅନ୍ତୁ । ଏହାପରେ ଏହାକୁ ଗରମ ପାଣିରେ ୫ ରୁ ୭ ମିନିଟ ପର୍ଯ୍ୟନ୍ତ ଭଲ ଭାବରେ ଫୁଟାଇ ଦିଅନ୍ତୁ । ଏହାପରେ ସେହି ପାଣି କୁ ଭଲ ଭାବରେ ଛାଣି ଦେବେ । ଏହି ପାଣି ଉଷୁମ ହେବା ପରେ ସେଥିରେ ଆପଣ ଅଳ୍ପ ଲୁଣ ମିଶାଇ ଦେବେ । ବର୍ତ୍ତମାନ ଆପଣଙ୍କ ଘରୋଇ ଉପଚାର ସମ୍ପୂର୍ଣ୍ଣ ରୂପରେ ପ୍ରସ୍ତୁତ ହୋଇଗଲା ।

ଆପଣଙ୍କୁ ଏହି ପାଣି କୁ ଦିନକୁ ଦୁଇ ଥର ପ୍ରୟୋଗ କରିବାକୁ ହେବ । ଆପଣ ଏହି ପାଣି କୁ ପିଇ ଯେତେ ଥର ସମ୍ଭବ କୁଳୁକୁଜା କରନ୍ତୁ । ଏପରି କରିବା ଦ୍ୱାରା ଆପଣଙ୍କ ଦାନ୍ତ ରେ ହେଉଥିବା ସମସ୍ତ ଯନ୍ତ୍ରଣା ତୁରନ୍ତ ଦୂର ହୋଇଯିବ ଏବଂ ଆପଣଙ୍କୁ ଆରାମ ମିଳିବ ।

ତେଣୁ ଯଦି ଆପଣଙ୍କ ଦାନ୍ତ ଜନିତ କୌଣସି ସମସ୍ୟା ରହିଛି ତେବେ ଆପଣ ନିଶ୍ଚିତ ଭାବରେ ଏହି ଘରୋଇ ଉପଚାର ର ପ୍ରୟୋଗ କରନ୍ତୁ । ଏହାଦ୍ବାରା ଆପଣଙ୍କୁ ନିଶ୍ଚିତ ଭାବରେ ଚମତ୍କାରୀ ଲାଭ ପ୍ରାପ୍ତ ହେବ ।

Leave a Reply

Your email address will not be published. Required fields are marked *